www.samajalive.in
Monday, December 8, 2025
24.1 C
Bhubaneswar

ୟୁକୋ ବ୍ୟାଙ୍କରେ ଅଗ୍ନିକାଣ୍ଡ : ବ୍ୟାଙ୍କରେ ଥିବା କାଗଜପତ୍ର ଓ କମ୍ପ୍ୟୁଟର ପୋଡି ପାଉଁଶ

ନୂଆପଡା : ନୂଆପଡ଼ା ଜିଲା ଖଡିଆର ରୋଡ ସ୍ଥିତ ୟୁକୋ ବ୍ୟାଙ୍କରେ ଶନିବାର ଅଗ୍ନିକାଣ୍ଡ ହୋଇଥିବା ଜଣାପଡିଛି। ବ୍ୟାଙ୍କ ବନ୍ଦ ଥିବା ବେଳେ ଭିତରପଟୁ ନିଆଁ ଲାଗି ବ୍ୟାଙ୍କର ପ୍ରାୟ ସମସ୍ଥ କାଗଜପତ୍ର ଓ କମ୍ପ୍ୟୁଟର ପୋଡ଼ି ପାଉଁଶ ହୋଇଯାଇଛି। ଅଗ୍ନିଶମବାହିନୀର ପାଖପାଖି ଘଣ୍ଟାଏ ଉଦ୍ୟମ ପରେ ନିଆଁକୁ ଆୟତ କରାଯାଇଥିବା ସୂଚନା ମିଳିଛି। ବିଦ୍ୟୁତ ସର୍ଟ ସର୍କିଟରୁ ବ୍ୟାଙ୍କରେ ନିଆଁ ଲାଗିଥିବା ଅନୁମାନ କରାଯାଉଛି।

Hot this week

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

Related Articles

Popular Categories