www.samajalive.in
Saturday, December 6, 2025
17.1 C
Bhubaneswar

ଏସପି କାର୍ଯ୍ୟାଳୟ ନିକଟରେ ଜଳିଗଲା କାର

ମାଲକାନଗିରି:  ଜିଲ୍ଲା ଏସପି କାର୍ଯ୍ୟାଳୟ ନିକଟରେ ଏକ କାରଟି ଜଳିଯାଇଛି । ଗତକାଲି ରାତିରେ ଗାଡିଟି ଠିଆ ହୋଇଥିବା ବେଳେ ହଠାତ୍ ନିଆଁ ଲାଗିଯାଇଥିଲା । ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ତେବେ ଗାଡ଼ିରେ ନିଆଁ ଲାଗିବାର କାରଣ ବର୍ତ୍ତମାନ ସୁଦ୍ଧା ଜଣା ପଡିନଥିବା ବେଳେ ଜିଲା ପୁଲିସ ଅଧିକାରୀଙ୍କ କାର୍ୟ୍ୟାଳୟ ସାମ୍ନାରେ ଏଭଳି ଘଟଣା ଘଟିଥିବାରୁ ଉଦବେଗ ପ୍ରକାଶ ପାଇଛି । କେହି ଦୁର୍ବୃତ୍ତ ଏଭଳି କାଣ୍ଡ ଘଟାଇଛି ବା ଯାନ୍ତ୍ରିକ ତ୍ରୁଟି ଯୋଗୁ ଗାଡିଟି ଜଳି ଯାଇଛି ତାହା ସ୍ପଷ୍ଟ ହୋଇନାହିଁ ।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories