www.samajalive.in
Saturday, December 13, 2025
17.1 C
Bhubaneswar

ଜଗତପୁରର ସଦଗୁରୁ କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ

କଟକ: କଟକ ଜଗତପୁର ସଦଗୁରୁ କୋଭିଡ ହସ୍ପିଟାଲରେ ସୋମବାର ଅଗ୍ନିକାଣ୍ଡ ଘଟିଛି। ଆଇସିୟୁରେ ନିଆଁ ଲାଗିଥିବା ସୂଚନା ମିଳିଛି । ଖବାର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି। କୋଭିଡ ହସ୍ପିଟଲା ହୋଇଥିବାରୁ ରୋଗୀମାନଙ୍କୁ ଉଦ୍ଧାର ବେଳେ ପିପିଇ କିଟ ପିନ୍ଧି ଉଦ୍ଧାର କାର୍ଯ୍ୟ ଚାଲିଛି। ଉକ୍ତ ମେଡିକାଲରୁ ଗୁରୁତର ରୋଗୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଉଛି । ୧୫ରୁ ଅଧିକ ଆମ୍ବୁଲାନ୍ସ ଜରିଆରେ ରୋଗୀଙ୍କୁ ଅନ୍ୟତ୍ର ହସ୍ପିଟାଲକୁ ପଠାଯାଉଛି।  ଘଟଣା ସ୍ଥଳରେ ଅଗ୍ନିଶମ ବିଭାଗାର ବରିଷ୍ଠ ଅଧିକାରୀ, କଟକ ଡିସିପି ଓ ଜିଲାପାଳ ଉପସ୍ଥିତ ଅଛନ୍ତି। ଅଗ୍ନିକାଣ୍ଡର କାରଣ ସର୍ଟସର୍କିଟି ପାଇଁ ହୋଇଥିବା ଜଣାପଡ଼ିଛି।  ନିଆଁରେ କିଛି କରୋନା ରାଗୀ ପୋଡିଯାଇ ଆହତ ହୋଇଥିବା ସୂଚନା ମିଳିଛି।

ଚିଫ ଫାୟାର ଅଫିସରଙ୍କ ସୂଚନା ଅନୁଯାୟୀ, ସଦଗୁରୁ କୋଭିଡ ହସ୍ପିଟାଲରେ ଲାଗିଥିବା ନିଆଁ ନିୟନ୍ତ୍ରଣାଧୀନ ହୋଇଛି। ସମସ୍ତ କରୋନା ଆକ୍ରାନ୍ତଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ହସ୍ପିଟାଲରେ ଥିବା ସମସ୍ତ ୧୨୭ ଆକ୍ରାନ୍ତଙ୍କୁ ସ୍ଥାନାନ୍ତର କରାଯାଇଛି। ନିଆଁ କେମିତି ଲାଗିଲା ତାର ତଦନ୍ତ କରାଯିବ। ସର୍ଟସର୍କିଟିରୁ ନିଆଁ ଲାଗିଛି , ତେବେ କେମେତି ସର୍ଟସର୍କିଟି ହେଲା ଯାଞ୍ଚ କରାଯିବ।

- Advertisement -

 

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories