www.samajalive.in
Saturday, December 6, 2025
26.1 C
Bhubaneswar

ଚିକିତ୍ସାଳୟରେ ଅଗ୍ନିକାଣ୍ଡ, ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ

ଢେଙ୍କାନାଳ: ଜିଲା ମୁଖ୍ୟ ଚିକିତ୍ସାଳୟ ପଞ୍ଚମ ମହାଲରେ ଅଗ୍ନିକାଣ୍ଡ ଘଟିଛି । ଖବର ପାଇ ଘଟଣାସ୍ଥଳରେ ତୁରନ୍ତ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ କରିଥିଲେ । ତେବେ ଏଥିରେ କେହି ମୃତାହତ ହୋଇନଥିବା ଜଣାପଡିଛି । ଏଯାବତ୍ ଅଗ୍ନିକାଣ୍ଡର କାରଣ ଜଣାପଡି ନାହିଁ । ପଞ୍ଚମ ମହଲାରେ ଚାଲିଥିବା କ୍ୟାଣ୍ଟିନରେ ପ୍ରଥମେ ନିଆଁ ଲାଗିଥିଲା ବୋଲି ସନ୍ଦେହ କରାଯାଉଛି । ଅଗ୍ନିକାଣ୍ଡ ପରେ ଚିକତ୍ସାଳୟରେ ଅଗ୍ନି ନିର୍ବାପକ ସୁରକ୍ଷାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଏହାକୁ ନେଇ ରୋଗୀ ଓ ତାଙ୍କ ସମ୍ପର୍କୀୟ ଭୟଭୀତ ହୋଇପଡିଛନ୍ତି ।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories