www.samajalive.in
Friday, December 12, 2025
15.1 C
Bhubaneswar

ପେନ ହସପିଟାଲରେ ଅଗ୍ନିକାଣ୍ଡ

ଭୁବନେଶ୍ବର: ରାଜଧାନୀର ମାଷ୍ଟରକ୍ୟାଣ୍ଟିନ ଛକରେ ଥିବା ପେନ ହସପିଟାଲରେ ଅଗ୍ନିକାଣ୍ଡ ଘଟିଛି। ଅଫିସ ଷ୍ଟେସନାରୀ ଓ ବିଭିନ୍ନ କଲମ ମିଳୁଥିବା ଦୋକାନ ପେନ ହସପିଟାଲରେ ଭିତରୁ ଧୁଅଁା ବାହାରୁଥିବା ଦେଖିବାକୁ ମିଳିଥିଲା। ପରବର୍ତ୍ତି ସମୟରେ ସେଠାରେ ନିଆଁ ଲାଗି ଯାଇଥିଲା। ସାରା ଅଞ୍ଚଳ ଧୁଆଁମୟ ହୋଇଯାଇଥିଲା।

ନିଆଁ ଲିଭାଇବା ପାଇଁ ତୁରନ୍ତ ଦମକଳବାହିନୀକୁ ଖବର ଦିଆଯାଇଥିଲା। ଖବର ପାଇ ସେଠାରେ ୨ଟି ନିଆଁ ଲିଭା ଗାଡ଼ି ପହଞ୍ଚିଥିଲେ। ନିଆଁ ଲିଭା କାର୍ଯ୍ୟରେ ୨ଟି ଅଗ୍ନିଶମ ଗାଡ଼ି ନିୟୋଜିତ ହୋଇଥିଲେ। ଦୀର୍ଘ ୩ଘଣ୍ଟା ପରିଶ୍ରମ ପରେ ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିବାରେ ସଫଳ ହୋଇଥିଲେ। ସର୍ଟସର୍କିଟରୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି ବୋଲି ସୂଚନା ମିଳିଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories