ଗେମିଂ ଜୋନ୍‌ରେ ଭୟାବହ ଅଗ୍ନିକାଣ୍ଡ: ୨୭ ମୃତ

ରାଜକୋଟ : ଗୁଜରାଟର ରାଜକୋଟ ସହରରେ ଥିବା ଏକ ଗେମିଂ ଜୋନ୍‌ (ଟିଆର୍‌ପି ଗେମ୍‌ ଜୋନ୍‌)ରେ ଶନିବାର ସନ୍ଧ୍ୟାରେ ଭୟାବହ ଅଗ୍ନିକାଣ୍ଡ ଘଟି ୨୭ ଜଣ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରେ ୧୨ ଶିଶୁ ଅଛନ୍ତି। ଆହତଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତ୍ୟୁ ସଂଖ୍ୟା ବଢ଼ିବା ଆଶଙ୍କା ରହିଛି। ନିଆଁ ଘେରରୁ ୨୦ଟି ମୃତଦେହ ଉଦ୍ଧାର କରାଯାଇଥିବାବେଳେ ଅବଶିଷ୍ଟ ଡାକ୍ତରଖାନାରେ ପ୍ରାଣ ହରାଇଛନ୍ତି। ନିଆଁର ପ୍ରଭାବ ପ୍ରାୟ ୫କିଲୋମିଟର ପର୍ଯ୍ୟନ୍ତ ବ୍ୟାପିଥିଲା। ନିଆଁ ଝୁଲ ଛିଟିକିବାରୁ … Continue reading ଗେମିଂ ଜୋନ୍‌ରେ ଭୟାବହ ଅଗ୍ନିକାଣ୍ଡ: ୨୭ ମୃତ