www.samajalive.in
Sunday, December 7, 2025
14.1 C
Bhubaneswar

ଭୋପାଳ ସଚିବାଳୟରେ ଭୟାଭହ ଅଗ୍ନିକାଣ୍ଡ

ଭୋପାଳ: ମଧ୍ୟପ୍ରଦେଶ ରାଜଧାନୀ ଭୋପାଳ ସଚିବାଳୟରେ ହଠାତ ଭୟାଭହ ଅଗ୍ନିକାଣ୍ଡ ଘଟିଛି । ଶନିବାର ସକାଳେ ସଚିବାଳୟ ଭବନରୁ ଧୂଆଁ ବାହାରୁଥିବା ଦେଖିବାକୁ ମିଳିଥିଲା । ସୂଚନା ପାଇଁ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଂଚି ନିଆଁ ଲିଭାଇବାକୁ ପ୍ରୟାସ ଜାରି ରଖିଛନ୍ତି । ବର୍ତ୍ତମାନ ସୁଦ୍ଧା ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ । ଭୋପାଳର ବଲ୍ଲଭ ଭବନ ପୁରୁଣା ବିଲି୍ଡଂର ତୃତୀୟ ମହଲାରେ ନିଆଁ ଲାଗିବା ମାତ୍ରେ ପୁଲିସ ଏବଂ ଅଗ୍ନିଶମ ବିଭାଗ ପହଂଚି ନିଆଁକୁ ଆୟତ କରିଛନ୍ତି । ଘଟଣାର ତଦନ୍ତ କରି ବିସ୍ତୁତ ରିପୋର୍ଟ ଦେବାକୁ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories