www.samajalive.in
Sunday, December 14, 2025
26.1 C
Bhubaneswar

କୋଇଲା ଟ୍ରେନ୍‌‌ରେ ଲାଗିଲା ନିଆଁ, ଆୟତ୍ତ କଲା ଅଗ୍ନିଶମ ବାହିନୀ

ଚିଲିକା: ବାଲୁଗାଁ ପ୍ଲାଟଫର୍ମରେ କୋଇଲା ବଗିରେ ନିଆଁ ଲାଗିଥିବା ସୂଚନା ମିଳିଛି। ବିଶାଖାପାଟନାରୁ ଖଡ଼ଗପୁର ଯାଉଥିବା କୋଇଲା ବୋଝେଇ ଟ୍ରେନ୍‌‌ରେ ହଠାତ୍‌‌ ନିଆଁ ଲାଗି ଯାଇଥିଲା। ବାଲୁଗାଁ ପ୍ଲାଟଫର୍ମରେ କୋଇଲା ବୋଝେଇ ଟ୍ରେନ୍‌‌ର ଗୋଟିଏ ବଗିରେ ନିଆଁ ଲାଗି ଧୂଆଁ ବାହାରୁଥିଲା।

ଖବରପାଇ ବାଲୁଗାଁ ଅଗ୍ନିଶମ ବାହିନୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲା। ଏହାପରେ କୋଇଲା ବୋଝେଇ ବଗିରେ ଲାଗିଥିବା ନିଆଁକୁଆୟତ୍ତ କରିବାରେ ସଫଳ ହୋଇଥିଲା। ଅତ୍ୟଧିକ ଖରାରୁ କୋଇଲା ବୋଝେଇ ଟ୍ରେନ୍‌‌ର ଏକ ବଗିରେ ନିଆଁ ଲାଗିଥିବା ଅନୁମାନ କରାଯାଉଛି।

- Advertisement -

ବାଲୁଗାଁ ପ୍ଲାଟଫର୍ମରେ କୋଇଲା ବଗିରେ ନିଆଁ ଲାଗିଥିବା ଖବର ପାଇ ରେଲୱେ ବିଭାଗର ବହୁ ବରିଷ୍ଠ ଅଧିକାରୀ ଘଟଣାସ୍ଥଳ ପରିଦର୍ଶନ ସହ ତଦନ୍ତ ଆରମ୍ଭ କରିଥିବା ସୂଚନା ମିଳିଛି।

Hot this week

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

Related Articles

Popular Categories