www.samajalive.in
Monday, December 15, 2025
24.1 C
Bhubaneswar

ଗଭୀର କୂଅରେ ଖସିପଡ଼ିଥିବା ବୃଦ୍ଧାଙ୍କୁ ଉଦ୍ଧାର କଲା ଅଗ୍ନିଶମ ବିଭାଗ

ପାଟଣା-କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅନ୍ତର୍ଗତ ସରାସକୋଲା ଗ୍ରାମରେ ରେବତୀ ପାତ୍ର (୬୫) ନାମ୍ନୀ ଜଣେ ବୃଦ୍ଧା ଅଜାଣତରେ ଘର ନିକଟରେ ଥିବା ଏକ ଗଭୀର କୂଅରେ ଖସି ପଡିଥିଲେ । ପରିବାର ଓ ସାହିପଡିଶା ଲୋକେ ତାଙ୍କୁ କୂଅ ଭିତରୁ ତାଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟା କରିଥିଲେ ମଧ୍ୟ କୂଅ ଟି ଅଧିକ ଗଭୀର ଥିବାରୁ ତାଙ୍କୁ ସେଠାରୁ ଉଦ୍ଧାର କରି ନପାରି ଥିଲେ ।

ଶେଷରେ ପାଟଣା ଅଗ୍ନିଶମ ବାହିନୀକୁ ଖବର ଦିଆଯାଇଥିଲା। ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ତାଙ୍କୁ କୂଅ ଭିତରୁ ସୁରକ୍ଷିତ ଭାବେ ଉଦ୍ଧାର କରି ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ରେ ଭର୍ତ୍ତି କରିଛନ୍ତି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories