www.samajalive.in
Saturday, December 6, 2025
26.1 C
Bhubaneswar

ନୂଆଦିଲ୍ଲୀସ୍ଥିତ ଅଖିଳ ଭାରତ ଆୟୁର୍ବିଜ୍ଞାନ ସଂସ୍ଥାନ ଷ୍ଟୋରରୁମ୍‍ ରେ ଅଗ୍ନିକାଣ୍ଡ; କେହି ଆହତ ହୋଇନଥିବା ସୂଚନା

ନୂଆଦିଲ୍ଲୀ: ଏଠାରେ ଥିବା ଅଖିଳ ଭାରତ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍ସ)ରେ ଅଗ୍ନିକାଣ୍ଡ ଘଟିଛି । ସୋମବାର ଭୋର ପ୍ରାୟ ୫ଟାରେ ଏମ୍ସରେ ଅଗ୍ନିକାଣ୍ଡ ଘଟିଥିଲା । କାଜୁଆଲଟି ବିଭାଗ ନିକଟରେ ଥିବା ଏକ ଷ୍ଟୋର ରୁମ୍‍ ରୁ ଧୂଆଁ ବାହାରିବା ପରେ ତୁରନ୍ତ ଅଗ୍ନିଶମ ବିଭାଗକୁ ଖବର ଦିଆଯାଇଥିଲା । ସେଠାରେ ସାତଟି ଅଗ୍ନିଶମ ବିଭାଗ ଗାଡି ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ଏଥିରେ କେହି ମୃତାହତ ହୋଇଥିବା ଖବର ମିଳିନାହିଁ । ନିଆଁକୁ ଠାବ କରାଯିବା ପରେ ତୁରନ୍ତ ତାହାର ନିକଟରେ ଥିବା ରୋଗୀମାନଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଥିଲା । ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ । ଏ ସମ୍ପର୍କରେ ତଦନ୍ତ ଚାଲିଥିବା ଅଗ୍ନିଶମ ବିଭାଗର ବରିଷ୍ଠ ଅଧିକାରୀ କହିଛନ୍ତି ।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories