www.samajalive.in
Sunday, December 14, 2025
26.1 C
Bhubaneswar

ବାଣ ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି

ଟାଙ୍ଗୀ : ଖୋର୍ଦ୍ଧା ଜିଲା ଭୁଷଣ୍ଡପୁରରେ ସୋମବାର ଘଟିଥିବା ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି ପାଇଛି। ବିସ୍ଫୋରଣ ଘଟିବା ଦିନ ୫ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୨ ଜଣ ଗୁରୁତର ଆହତ ହୋଇ ଚିକିତ୍ସାଧୀନ ଥିଲେ; ତେବେ ଶୁକ୍ରବାର ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ଗୁରୁତର ଆହତଙ୍କ ମୃତ୍ୟୁ ହୋଇଛି। ଏହି ମୃତକ ଜଣକ ହେଲେ ଭୁଷଣ୍ଡପୁର ଗ୍ରାମର ମହେଶ୍ୱର ବେହେରା (୨୨)।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories