www.samajalive.in
Sunday, December 7, 2025
15.1 C
Bhubaneswar

୧୫ ଲକ୍ଷ ଟଙ୍କାର ବାଣ ଜବତ, ୨ ବ୍ୟବସାୟୀ ଅଟକ

ସମାଜ ଡିଜିଟାଲ ଡେସ୍କ: ରାଉରକେଲା ସହରର ଡେଲି ମାର୍କେଟରୁ ପୁଲିସ ରବିବାର ୧୫ ଲକ୍ଷ ଟଙ୍କାର ବାଣ ଜବତ କରିଛି। ଏକ ବାଣ ଗୋଦାମରେ ବେଆଇନ ଭାବେ ଏସବୁ ବାଣ ଗଚ୍ଛିତ ରହିଥିଲା। ପ୍ଲାଣ୍ଟ ସାଇଟ୍‌ ଥାନା ପୁଲିସ ସେଠାରେ ଚଢ଼ାଉ କରି ବାଣ ଜବତ କରିଥିଲା। ଏହି ଘଟଣାରେ ପୁଲିସ ୨ ବ୍ୟବସାୟୀଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି। ପାର୍ବଣ ସାଙ୍ଗକୁ ଆଗକୁ ଦୀପାବଳି ଆସୁଥିବାରୁ ବାଣ ବ୍ୟବସାୟୀ ସକ୍ରିୟ ହୋଇପଡ଼ିଛନ୍ତି। ହେଲେ ବାଣ ଗଚ୍ଛିତ ରଖିବା ଏବଂ ଦୋକାନ ଖୋଲିବାରେ ନିୟମାବଳୀ ରହିଥିବାବେଳେ ତାହାକୁ ଉଲ୍ଲଂଘନ କରାଯାଉଥିବା ଅଭିଯୋଗ ହେଉଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories