www.samajalive.in
Friday, December 5, 2025
20.1 C
Bhubaneswar

ଜଳିଗଲା ଦୁଇଟି ବସ, କାରଣ ଅସ୍ପଷ୍ଟ

ଢେଙ୍କାନାଳ : ଢେଙ୍କାନାଳ ଜିଲା କାଲ୍‌ଟେକ୍ସ ଛକ ନିକଟରେ ୨ଟି ବସ ହୁତୁହୁତୁ ହୋଇ ଜଳି ଯାଇଛି। ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଜାରି ରଖିଛନ୍ତି। ତେବେ ବସରେ ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି। ଟାଉନ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ସୂଚନାଯୋଗ୍ୟ ଯେ, ବହୁତ ଦିନ ହେଲା ୨ଟି ବସ ଅଚଳ ଅବସ୍ଥାରେ ପଡି ରହିଥିଲା। ତେବେ ମଙ୍ଗଳବାର ସକାଳେ ବସରେ ନିଆଁ ଲାଗିଯାଇଥିଲା। ସ୍ଥାନୀୟ ଲୋକେ ଏହା ଦେଖଇ ପୁଲିସକୁ ଖବର ଦେଇଥିଲେ।

Hot this week

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

Related Articles

Popular Categories