www.samajalive.in
Saturday, December 6, 2025
14.1 C
Bhubaneswar

ଅହମଦନଗରରେ କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ ; ୧୦ ମୃତ

ମୁମ୍ବଇ : ଶନିବାର ସକାଳେ ମହାରାଷ୍ଟ୍ରର ଅହମ୍ମଦନଗରର ଜିଲା କୋଭିଡ ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି।  ଜିଲା ହସ୍ପିଟାଲର ଆଇସିୟୁ ୱାର୍ଡରେ ଏହି  ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୩ -୧୪ ଜଣ ଲୋକ ଆହତ ହୋଇଛନ୍ତି। ଆହତମାନଙ୍କୁ ଅନ୍ୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ଜିଲା  ହସ୍ପିଟାଲର ଆଇସିୟୁ ୱାର୍ଡରେ ଅଗ୍ନିକାଣ୍ଡ ଘଟିଥିବା ବେଳେ ଅଗ୍ନିକାଣ୍ଡରେ ପୋଡି ହୋଇ ଉକ୍ତ ୧୦ କୋଭିଡ ରୋଗୀଙ୍କ ମୃତ୍ୟୁ ଘଟିଛି। ଏଯାଏଁ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ଖବର ପାଇ ଅଗ୍ନିଶମ କର୍ମଚାରୀ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା ଓ ଉଦ୍ଧାରକାର୍ଯ୍ୟ ଜାରି ରଖିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories