www.samajalive.in
Sunday, December 7, 2025
26.1 C
Bhubaneswar

ଦିଲ୍ଲୀ ଲଜପତ ନଗରରେ ଭୟାବହ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ : ଦେଶର ରାଜଧାନୀ ଦିଲ୍ଲୀ ସ୍ଥିତ ଲାଜପତ ନଗରରେ ଏକ ପୋଷାକ ଶୋ ରୁମରେ ଭୟାବହ ଅଗ୍ନିକାଣ୍ଡ ଘଟିଥିବା ନେଇ ଶନିବାର ଜଣାପଡିଛି। ଅଗ୍ନିକାଣ୍ଡ ନେଇ ଖବର ପାଇବା ମାତ୍ରେ ପ୍ରାୟ ୩୦ଟି ଦମକଳ ଗାଡି ଓ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଜାରି ରଖିଛନ୍ତି। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର କ୍ଷତି ହୋଇଥିବା ନେଇ ଆଶଙ୍କା କରାଯାଉଛି।
ଆଜି ସକାଳ ପ୍ରାୟ ୧୦ଟା ୩୦ରେ ସେଣ୍ଟ୍ରାଲ ମାର୍କେଟ ନିକଟରେ ଥିବା ଏକ ପୋଷାକ କାରଖାନାରେ ନିଆଁ ଲାଗି ଯାଇଥିଲା। ନିଆଁ ଲାଗିବା ମାତ୍ରେ ଘଟଣାସ୍ଥଳରେ ହଇଚଇ ସୃଷ୍ଟି ହୋଇଥିଲା। ନିଆଁ ଆୟତ୍ତକୁ ଆସିଛି ବୋଲି ସୂଚନା ମିଳିଛି। ଏଯାଏଁ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି।

Hot this week

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

Related Articles

Popular Categories