www.samajalive.in
Sunday, December 14, 2025
26.1 C
Bhubaneswar

ପୁରୀ-ଦୁର୍ଗ ଏକ୍ସପ୍ରେସରେ ନିଆଁ ; ଯାତ୍ରୀ ସୁରକ୍ଷିତ

ଡେସ୍କ : ଦୁର୍ଗରୁ ପୁରୀ ଆସୁଥିବା ପୁରୀ-ଦୁର୍ଗ ଏକ୍ସପ୍ରେସରେ ନିଆଁ ଲାଗିଥିବା ନେଇ ସୂଚନା ମିଳିଛି ।  ଟ୍ରେନ୍‌ର ଏକ ବଗିରେ ନିଆଁ ଲାଗିଥିବା ଜଣାଯାଇଛି । ବ୍ରେକ୍-ସୁ ଘଷି ହେବା ପରେ ଗୋଟିଏ ଏସି ବଗିରେ  ନିଆଁ ଲାଗିଥିବା ସୂଚନା ମିଳିଛି । ତେବେ ନିଆଁ ଲାଗିବା ଯୋଗୁଁ ଯାତ୍ରୀମାନେ ଭୟଭୀତ ହୋଇ ପଡିଥିଲେ ମଧ୍ୟ ସମସ୍ତେ ସୁରକ୍ଷିତ ଅଛନ୍ତି । କାହାର କିଛି କ୍ଷତି ଘଟିନାହିଁ।

ତେବେ ନୂଆପଡ଼ାର ଖରିଆର ରୋଡ ଷ୍ଟେସନରେ ନିଆଁ ଆୟତ୍ତ ହୋଇଛି । ସ୍ଥାନୀୟ ଦମକଳ ବାହିନୀ ଦ୍ୱାରା ନିଆଁ ଆୟତ୍ତ କରାଯାଇଛି । ନିଆଁ ଆୟତ୍ତ ପରେ ଟ୍ରେନ୍ ପୁଣି ଗନ୍ତବ୍ୟ ପଥରେ ଯାତ୍ରା କରିଥିବା ଜଣାଯାଇଛି।

- Advertisement -

 

 

Hot this week

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

Related Articles

Popular Categories