www.samajalive.in
Sunday, December 7, 2025
23.1 C
Bhubaneswar

ଇୟୁକାଲିପ୍ଟସ ଜଙ୍ଗଲରେ ଲାଗିଲା ନିଆଁ

ପାଟଣା: ପାଟଣା ବ୍ଲକ ଅନ୍ତର୍ଗତ ବାଉଁଶୁଲି ପଞ୍ଚାୟତ ବାଉଁଶୁଲି ଗ୍ରାମ ଗୋପାଳସାହି ନିକଟ ଇୟୁକାଲିପ୍ଟସ ଜଙ୍ଗଲରେ ଆଜି ଅପରାହ୍ନରେ ନିଆଁ ଲାଗିଯାଇଥିଲା। ଜଙ୍ଗଲରେ ନିଆଁ ଲାଗି ଭୟଙ୍କର ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ପାଟଣାରୁ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ବନାଗ୍ନିକୁ ଆୟତ୍ତ କରିଛି। ପାଖା ପାଖି ୫ ଏକର ଜଙ୍ଗଲ ପୋଡ଼ିଯାଇଛି। ବାଉଁଶୁଲି ଗୋପାଳସାହି ନିକଟରୁ ଖିରେଇଟାଙ୍ଗିରୀ ଯାଏଁ ନିଆଁ ବ୍ୟାପିଯାଇଥିବାରୁ ଲୋକେ ଭୟଭୀତ ହୋଇପଡ଼ିଥିଲେ।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories