www.samajalive.in
Monday, December 15, 2025
26.1 C
Bhubaneswar

ଲୋକସେବା ଭବନ ଗୃହ ବିଭାଗ କାର୍ଯ୍ୟାଳୟରେ ନିଆଁ

ଭୁବନେଶ୍ଵର: ଲୋକସେବା ଭବନର ଗୃହ ବିଭାଗ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ ଘଟିଛି। ସଟସର୍କିଟରୁ ନିଆଁ ଲାଗିଥିବା ସୂଚନା ମିଳିଛି। ଖବରପାଇ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଏଥିରେ ବିଶେ​‌ଷ କ୍ଷୟକ୍ଷତି ହୋଇ ନ ଥିବା ସୂଚନା ମିଳିଛି।

Hot this week

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

Related Articles

Popular Categories