www.samajalive.in
Saturday, December 6, 2025
26.1 C
Bhubaneswar

ମୁଆଁ ଗାଁରେ ଅଗ୍ନିକାଣ୍ଡ : ୨ ପରିବାରର ୩ ବଖରା ଭସ୍ମିଭୂତ

ଆରଡ଼ି : ଭଦ୍ରକ ଜିଲା ଆରଡ଼ି ପଞ୍ଚାୟତ ଅଧିନସ୍ଥ ମୁଆଁ ଗାଁରେ ବୁଧବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୨ ପରିବାରର ୩ ବଖରା ଘର ଭସ୍ମିଭୂତ ହୋଇଯାଇଛି। ସର୍ବେଶ୍ୱର ମଲ୍ଲିକ ଓ ପିତାମ୍ବର ମଲ୍ଲିକଙ୍କ ୩ ବଖରା ଘର ସହ ସମସ୍ତ ଆସବାବପତ୍ର ଓ ଧାନ ଚାଉଳ ଆଦି ପୋଡ଼ି ନଷ୍ଟ ହୋଇଯାଇଛି। ପରିବାର ଓ ଗାଁ ଲୋକେ ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରିଥିଲେ ମଧ୍ୟ ବିଫଳ ହୋଇଥିଲେ। ଏପରିକି ଧାମନଗର ଅଗ୍ନିଶମ ବାହିନୀ ଖବର ପାଇ ଆସିଲା ବେଳକୁ ସବୁକିଛି ଜଳିପୋଡ଼ି ପାଉଁଶ ହୋଇଯାଇଥିଲା।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories