ପେପର୍‌ ମିଲରେ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସମାଗ୍ରୀ ପୋଡି ନଷ୍ଟ

ଟିଟଲାଗଡ: ବଲାଙ୍ଗୀର ଟିଟଲାଗଡ ଚୋରମରାସ୍ଥିତ ପେପର୍ ମିଲ୍ ରେ ଅଗ୍ନିକାଣ୍ଡ। ଆଜି ସକାଳ ପ୍ରାୟ ୯ଟା ସମୟରେ ପେପର ମିଲର ଗୋଦାମ ଘରେ ନିଆଁ ଲାଗିଯାଇଥିଲା। ଗୋଦାମ ଘରେ କାଗଜ ଏବଂ ବିଭିନ୍ନ ପ୍ରକାର କେମିକାଲ ଥିବାରୁ ନିଆଁ ଦ୍ରୁତ ଗତିରେ ବ୍ୟାପିଯାଇଥିଲା। ପରେ କାରଖାନାରେ କାର୍ଯ୍ୟରତ କର୍ମଚାରୀ ଏହା ଦେଖି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମବାହିନୀ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଦୀର୍ଘ ସମୟ ଧରି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରିଥିଲେ। ଶେଷରେ ନିଆଁକୁ … Continue reading ପେପର୍‌ ମିଲରେ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସମାଗ୍ରୀ ପୋଡି ନଷ୍ଟ