ବାଲେଶ୍ୱର : ବାଲେଶ୍ୱର ଜିଲା ରେମୁଣା ନୂଆଗାଁ ପଞ୍ଚାୟତ ହେନ୍ତସୁରା ଗାଁରେ ଅଗ୍ନିକାଣ୍ଡ ଘଟିଥିବା ନେଇ ଶନିବାର ଖବର ମିଳିଛି। ଗତକାଲି ବିଳମ୍ବିତ ରାତିରେ ଗାଁରେ ବଡଧରଣର ଅଗ୍ନିକାଣ୍ଡ ଘଟି ପ୍ରାୟ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳି ନଷ୍ଟ ହୋଇଯାଇଛି। ମାଂସ ଭୋଜି ପରେ ଏପରି ଅଗ୍ନିକାଣ୍ଡ ଘଟିଥିବା ନେଇ ସୂଚନା ମିଳିଛି।
Popular Categories



