www.samajalive.in
Saturday, December 6, 2025
19.1 C
Bhubaneswar

ତାରିଣୀ ବସ୍ତ୍ରାଳୟରେ ଅଗ୍ନିକାଣ୍ଡ: ସେଲ୍ସମ୍ୟାନ ମୃତ, କୋଟି କୋଟି ଟଙ୍କାର ସାମଗ୍ରୀ ନଷ୍ଟ

ସମାଜ ଡିଜିଟାଲ ଡେସ୍କ: ଭୁବନେଶ୍ଵର କଳ୍ପନା ଛକସ୍ଥିତ ତାରିଣୀ ବସ୍ତ୍ରାଳୟରେ ବୁଧବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏହି ଘଟଣାରେ ବସ୍ତ୍ରାଳୟରେ କାର୍ଯ୍ୟ କରୁଥିବା ଜଣେ ସେଲ୍ସମ୍ୟାନଙ୍କ ମୃତ୍ୟୁ ଘଟିଥିବା ଲକ୍ଷ୍ମୀସାଗର ଥାନା ପୁଲିସ ପକ୍ଷରୁ ସୂଚନା ମିଳିଛି।

ଠାକୁରଙ୍କ ନିକଟରେ ଲାଗିଥିବା ଦୀପ ନିଆଁରୁ ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି। ଏଥିରେ କୋଟି କୋଟି ଟଙ୍କାର ବସ୍ତ୍ର ଏବଂ ଅନ୍ୟାନ୍ୟ ସାମଗ୍ରୀ ପୋଡ଼ି ନଷ୍ଟ ହୋଇଯାଇଥିବା ଜଣାପଡ଼ିଛି। ନିଆଁକୁ ଆୟତ୍ତ କରିବାକୁ ଦମକଳ ବାହିନୀକୁ ନାକେଦମ ହେବାକୁ ପଡ଼ିଥିଲା। ଅନେକ ସମୟ ଧରି ଅକ୍ଳାନ୍ତ ପରିଶ୍ରମ ପରେ ନିଆଁକୁ ଆୟତ୍ତ କରାଯାଇଥିଲା।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories