www.samajalive.in
Sunday, December 7, 2025
18.1 C
Bhubaneswar

କବାଡିଆ ଦୋକାନରେ ନିଆଁ: ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡି ପାଉଁଶ

ବାଙ୍କି: କଟକ ଜିଲ୍ଲା ବାଙ୍କି ଏନଏସି ୧୦ ନମ୍ବର ୱାର୍ଡରେ ଅଭାବନୀୟ ଘଟଣା ଘଟିଛି।  ଏକ କବାଡିଆ ଗୋଦାମରେ ଅଗ୍ନିକାଣ୍ଡ ଘଟିଛି। ଫଳରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳି ପୋଡି ପାଉଁଶ ହୋଇଯାଇଛି। ରବିବାର ସକାଳୁ ହଠାତ୍ ଗୋଦାମ ଘରୁ ଧୂଆଁ ବାହାରିଥିବା ଦେଖିବାକୁ ମିଳିଥିଲା। ଧୂଆଁ ବାହାରୁଥିବା ଦେଖି ଗୋଦାମର ମାଲିକ ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଖବର ପାଇ ବାଙ୍କୀ ଅଗ୍ନିଶମ ବିଭାଗର ଦୁଇଟି ଟିମ୍ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି । ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ସେପଟେ କେହି ଜାଣିଶୁଣି ନିଆଁ ଲଗାଇଥିବା ନେଇ ଗୋଦାମର ମାଲିକ ସନ୍ଦେହ ପ୍ରକାଶ କରୁଛନ୍ତି ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories