www.samajalive.in
Monday, December 15, 2025
26.1 C
Bhubaneswar

ଦୀପ ନିଆଁରୁ ଅଘଟଣ; ମନ୍ଦିର ଭିତରେ ପୋଡ଼ିଗଲେ ତିନି ବିଗ୍ରହ

ବ୍ରହ୍ମଗିରି: ପୁରୀ ଜିଲ୍ଲା ବ୍ରହ୍ମଗିରି କୋଦଣ୍ଡା ଗାଁରେ ଅଘଟଣ । ମନ୍ଦିର ଭିତରେ ନିଆଁ ଲାଗି ଜଳେଗଲେ ମହାପ୍ରଭୁ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ବିଗ୍ରହ । ତେବେ ଅଗ୍ନିକାଣ୍ଡର ସଠିକ୍ କାରଣ ଜଣାପଡ଼ି ନଥିବାବେଳେ ଦୀପ ନିଆଁରୁ ଅଗ୍ନିକାଣ୍ଡ ଘଟି ବିଗ୍ରହ ପୋଡ଼ି ଯାଇଥିବା ଅନୁମାନ କରାଯାଉଛି । ଘଟଣାକୁ ଜଗନ୍ନାଥ ପ୍ରେମୀଙ୍କୁ ବ୍ୟଥିତ କରିଥିବା ବେଳେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ବେଳେ କାହାର ଅବହେଳା ଅବା କେଉଁ କାରଣ ନେଇ ଏପରି ଘଟଣା ତାହାର ତଦନ୍ତ କରୁଛି ପୋଲିସ ।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories