କରଞ୍ଜିଆ : କରଞ୍ଜିଆ ଟ୍ରେଜେରୀ କାର୍ଯ୍ୟାଳୟରେ ଆଜି ଭୋର ସମୟରେ ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି। ଏଥିରେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ସହିତ ଅନେକ କମ୍ପ୍ୟୁଟର ପୋଡି ନଷ୍ଟ ହୋଇ ଯାଇଛି। ଖବର ପାଇ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ମାତ୍ର ଏଯାଏଁ ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି। ସର୍ଟସର୍କିଟ ଯୋଗୁଁ ନିଆଁ ଲାଗିଥିବା ନେଇ ଅନୁମାନ କରାଯାଉଛି।
Popular Categories



