www.samajalive.in
Sunday, December 14, 2025
26.1 C
Bhubaneswar

ଅଗ୍ନିକାଣ୍ଡରେ ୪ ଗୁହାଳ ପୋଡ଼ି, ନିଆଁ ଆୟତ୍ତ କଲେ ଗାଁ ଲୋକେ

ତଣ୍ଡିପୁର: ଅଗ୍ନିକାଣ୍ଡରେ ଚାରି ଗୁହାଳ ପୋଡି ଯାଇଛି। ପାତ୍ରପୁର, ପାତ୍ରପୁର ବ୍ଳକ ତଣ୍ଡିପୁର ପଞ୍ଚାୟତର ଖଇର ଗ୍ରାମରେ ଅଗ୍ନିକାଣ୍ଡ ଘଟି ଚାରୋଟି ଗୁହାଳ ପୋଡି ଯାଇଥିବା ଜଣା ଯାଇଛି। ଆଜି ସନ୍ଧ୍ୟାରେ ଗ୍ରାମର ଧୋବା ପ୍ରଧାନ, କୃଷ୍ଣ ପ୍ରଧାନ, ସୁକୁଟା ପ୍ରଧାନ ଏବଂ ନିରଞ୍ଜନ ବେଜଙ୍କ ଚାରୋଟି ଗୁହାଳ ପୋଡି ଯାଇଥିବା ଜଣା ଯାଇଛି। ଅଗ୍ନିକାଣ୍ଡ ଖବର ପାଇ ଲୋକମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories