www.samajalive.in
Saturday, December 6, 2025
16.1 C
Bhubaneswar

ଭବାନୀ ମଲ ନିକଟ ଏକ ବାରରେ ଅଗ୍ନିକାଣ୍ଡ

ଭୁବନେଶ୍ବର : ସହିଦନଗରସ୍ଥ ଥିବା ଭବାନୀ ମଲ ନିକଟରେ ଥିବା ଏକ ବାରରେ ସର୍ଟ ସର୍କିଟ୍‌ରୁ ଅଗ୍ନିକାଣ୍ଡ ହୋଇଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ବାର ଭିତରେ ଥିବା ୪ ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ଛାନ୍‌ ଭିନ୍‌ କରୁଛି

Hot this week

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

Related Articles

Popular Categories