www.samajalive.in
Monday, December 8, 2025
20.1 C
Bhubaneswar

ଢାକାରେ କଳକାରଖାନାରେ ଭୟାବହ ଅଗ୍ନିକାଣ୍ଡ ; ୪୦ ମୃତ

ଢାକା : ବାଙ୍ଗଲାଦେଶର ରାଜଧାନୀ ଢାକା ଅଞ୍ଚଳରେ ଏକ କଳକାରଖାନାରେ ଆଜି ଭୟାବହ ଅଗ୍ନିକାଣ୍ଡ ଘଟିଥିବା ନେଇ ଖବର ମିଳିଛି। ଏହି ଅଗ୍ନିକାଣ୍ଡରେ ପ୍ରାୟ ୪୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ ରୁ ଅଧିକ ଲୋକେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଛନ୍ତି।
ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଆଜି ଏହି ଘଟଣା ବିଷୟରେ ଜଣାଇଛନ୍ତି। ନାରାୟଣଗଞ୍ଜର ରୁପଗଞ୍ଜ ଅଞ୍ଚଳରେ ସ୍ଥିତ ଏକ କଳକାରଖାନାରେ ଏହି ଅଗ୍ନିକାଣ୍ଡ ଘଟିଛି। ଖବର ପାଇ ଅଗ୍ନିଶମ କର୍ମଚାରୀ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଘଟଣା ବିଷୟରେ ଅଧିକ ଖବର ହସ୍ତଗତ ହୋଇପାରି ନାହିଁ।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

Related Articles

Popular Categories