ଭଦ୍ରକ : ଭଦ୍ରକ ଜିଲା ସାବରଙ୍ଗ ସାନଗୋପାଳ ସାହିରେ ଶୁକ୍ରବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୫ଟି ପରିବାରର ୧୫ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି। ଲକ୍ଷାଧିକ ଟଙ୍କାର ସମ୍ପତ୍ତି ମଧ୍ୟ ନଷ୍ଟ ହୋଇଯାଇଛି। ଅଗ୍ନିଶମ କର୍ମଚାରୀ ଆସି ନିଆଁକୁ ଆୟତ୍ତ କରିଥିଲେ। ମାତ୍ର ଏପର୍ଯ୍ୟନ୍ତ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି।
Popular Categories



