www.samajalive.in
Friday, December 5, 2025
23.1 C
Bhubaneswar

କେରଳ ଉପକୂଳରେ ଆଜି ବି ଜଳୁଛି ଜାହାଜ, ନିଆଁ ଲିଭାଇବାକୁ ଉଦ୍ୟମ ଜାରି

ତିରୁଅନନ୍ତପୁରମ୍‌: କେରଳ ଉପକୂଳରେ ଜଳୁଥିବା ସିଙ୍ଗାପୁର ପତାକା ଲଗା ଜାହାଜରେ ଲାଗିଥିବା ନିଆଁକୁ ଲିଭାଇବା ପାଇଁ ଆଜି ମଧ୍ୟ ଉଦ୍ୟମ ଜାରି ରହିଛି। ଭାରତୀୟ ନୌସେନା ଜାହାଜ ଆଇଏନଏସ ସୁରତ ୧୮ ଜଣ କ୍ରୁ ସଦସ୍ୟଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଛି। ଅପରପକ୍ଷେ ୪ ଜଣ କ୍ରୁ ସଦସ୍ୟ ଏବେ ବି ନିଖୋଜ ଅଛନ୍ତି। ସୋମବାର ଜାହାଜରେ ନିଆଁ ଲାଗିଯାଇଥିଲା ଏବଂ ମଙ୍ଗଳବାର ମଧ୍ୟ ନୌସେନା ଏବଂ ତଟରକ୍ଷୀ ବାହିନୀ ଦ୍ୱାରା ମିଳିତ ଏବଂ ସମନ୍ୱିତ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

Hot this week

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

Related Articles

Popular Categories