www.samajalive.in
Saturday, December 13, 2025
21.1 C
Bhubaneswar

ପୁହୁଣ୍ଡି ଗ୍ରାମରେ ଅଗ୍ନିକାଣ୍ଡ-ଜଳିଗଲା ଘର

ପାତ୍ରପୁର – ପାତ୍ରପୁର ତହସିଲ ତୁରୁବୁଡି ପଞ୍ଚାୟତ ପୂହୁଣ୍ଡି ଗ୍ରାମରେ ଗତ କାଲି ରାତିରେ ଅଗ୍ନିକାଣ୍ଡ ଘଟି ଗୋଟିଏ ଘର ଜଳିଯାଇଛି । ଶୁକ୍ରବାର ରାତି ସାଢେ଼ ଏଗାରଟା ବେଳେ ଗ୍ରାମର ଡମ୍ବରୁ ପ୍ରଧାନଙ୍କ ବାରିପଟ ଘରଟି ଅଗ୍ନିକାଣ୍ଡ ରେ ସମ୍ପୂର୍ଣ୍ଣ ଭାବେ ପୋଡ଼ି ଯାଇଛି ।

ଲୋକମାନେ ଶୋଇଥିବା ବେଳେ ହଠାତ୍‌ ଗୋଟିଏ ଘର ଜଳି ଉଠିଥିଲା । ଏହାକୁ ଦେଖି ପରିବାରଲୋକ ପାଟି କରିଥିଲେ । ମାତ୍ର ଏହି ଘରଟି ସମ୍ପୂର୍ଣ୍ଣ ଭାବେ ଜଳିଯାଇଥିଲା ।

Hot this week

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଯବାନଙ୍କ ଶେଷକୃତ ସମ୍ପନ୍ନ

ଗୋପାଳପୁର -   ଗୋପାଳପୁର ଥାନା ଅନ୍ତର୍ଗତ ପୁରୁଣା ବକ୍ସିପଲ୍ଲୀ ଗ୍ରାମରେ  ସେନାର...

ପରିଶ୍ରା କରିଦେବାରୁ ପ୍ରଥମ ଶ୍ରେଣୀ ଛାତ୍ରକୁ ବାଡିରେ ମାଡ ମାରି ଆହତ କଲେ ଚତୁର୍ଥ ଶ୍ରେଣୀ ଛାତ୍ର

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ସଲାଗୁଡା ପଞ୍ଚାୟତ ସଲାଗୁଡା...

ଭାରସ୍ୟାମ ହରାଇ ବାଇକ ଦୁର୍ଘଟଣା ଜଣେ ମୃତ

ପାଟଣା - ଘଟଗାଁ ଥାନା ଅଞ୍ଚଳ ୨୦ ନଂ ଜାତୀୟ ରାଜପଥର...

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

Related Articles

Popular Categories