ଖୋର୍ଦ୍ଧା : ରାଜନୈତିକ ହିଂସାରୁ ଗୁଳିମାଡ ହୋଇଥିବା ଅଭିଯୋଗ ହୋଇଛି। ଏପରି ଘଟଣା ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା କନ୍ତଳବାଇ ଗ୍ରାମରେ ଘଟିଛି।। ଗୁଳିମାଡ ଯୋଗୁଁ ୨ଜଣ ଆହତ ହୋଇଥିବା ଜଣାପଡିଛି। ସେମାନଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଗ୍ରାମରେ ଉତ୍ତେଜନା ଦୃଷ୍ଟିରୁ ପୁଲିସ ମୁତୟନ କରାଯାଇଛି। ଏହାସହ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।
Popular Categories



