www.samajalive.in
Sunday, December 14, 2025
14.1 C
Bhubaneswar

ବୋମାମାଡ ଓ ଗୁଳିମାଡରେ ଥରୁଛି ବ୍ରହ୍ମଗିରି, ଗାଁକୁ ପଶିପାରୁନି ପୁଲିସ

ପୁରୀ: ବ୍ରହ୍ମଗିରିରେ ଜାରି ରହିଛି ବୋମାମାଡ । ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୮ ଗୁରୁତର ହୋଇଛନ୍ତି । ଗୁରୁତରମାନଙ୍କୁ ପୁରୀ ମୁଖ୍ୟ ଚିକିତ୍ସାଳୟ ଏବଂ ରେବଣ ନୂଆଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୁଲିସ ପହଞ୍ଚିଛି ।

ସୂଚନାଯୋଗ୍ୟ, ରାଜନୌତିକ ଶତ୍ରୁତାକୁ କେନ୍ଦ୍ର କରି ପୁରୀ ବ୍ରହ୍ମଗିରି ଥାନା ଅନ୍ତର୍ଗତ ବାଘମୁଣ୍ଡାରେ ଗୋଷ୍ଠି ସଂର୍ଘଷ ଦେଖିବାକୁ ମିଳିଛି । ଉଭୟଙ୍କ ମଧ୍ୟରେ ବୋମାମାଡ ସହ ଗୁଳିମାଡ ଜାରି ରହିଛି । ଫଳରେ ପୁଲିସ ପହଞ୍ଚି ଥିଲେ ମଧ୍ୟ ଗାଁକୁ ପଶିପାରୁ ନାହିଁ । ଖବର ଲେଖା ହେଲା ବେଳକୁ ବୋମାମାଡ ଓ ଗୁଳିମାଡରେ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୮ ଜଣ ଗୁରୁତର ହୋଇଥିବା ସୂଚନା ରହିଛି ।

Hot this week

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ବଙ୍ଗଳା ନେବା ଅଭିଯୋଗ ଉଠାଇଲା ବିଜେଡି

ଭୁବନେଶ୍ବର : ସ୍ବତନ୍ତ୍ର ଓଡ଼ିଶା ଗଠନ ହେବା ପରଠାରୁ ମୋହନ ଚରଣ...

ନବମ ଶ୍ରେଣୀ ଛାତ୍ର ଠାରୁ ବନ୍ଧୁକ ଜବତ

ଗରଦପୁର : କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ କୋରୁଆ ସରକାରୀ ଉଚ୍ଚ...

୨୦୨୬ରେ ଏହି ରାଶିଙ୍କ ଚମକିବ ଭାଗ୍ୟ: ଯାହାବି କରିବେ ସଫଳ ହେବେ, ପ୍ରଚୁର ଧନ ବର୍ଷା ହେବ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ସ୍ଥିତି ଏବଂ ଗତି ବ୍ୟକ୍ତିବିଶେଷଙ୍କ ଜୀବନକୁ...

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

Related Articles

Popular Categories