www.samajalive.in
Sunday, December 14, 2025
14.1 C
Bhubaneswar

ଅବଦୁଲ ରେହମାନ ଭାଇକୁ ଗୁଳିମାଡ ଘଟଣା; ୮ ଗିରଫ

କଟକ: ଅବଦୁଲ ରେହମାନ ଭାଇ ସେକ୍ ତାହିରଙ୍କୁ ଗୁଳିମାଡ ଘଟଣାରେ ୮ ଜଣ ଗିରଫ ହେଇଛନ୍ତି । ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତ ଟିଟୋ ଗ୍ୟାଙ୍ଗର ସଦସ୍ୟ ବୋଲି ଜଣାପଡିଛି । ଗତକାଲି ପୁଲିସ ଏନକାଉଣ୍ଟର କରି ୮ ଜଣ ଗିରଫଙ୍କୁ ଗିରଫ କରିଛି । ଏନକାଉଣ୍ଟର ବେଳେ ଦୁଇ ଜଣ ଆହତ ହୋଇଥିବା ଜଣାପଡିଛି । ସୂଚନାଯୋଗ୍ୟ, ଟେଣ୍ଡର ଫିକ୍ସିଂ ନେଇ ଗତ ୨୯ରେ ଜଗତପୁରରେ ସନ୍ଦିଗ୍ଧ ଆତଙ୍କବାଦୀ ଅବଦୁଲ ରେହମାନ ଭାଇ ସେକ୍ ତାହିରକୁ ଗୁଳିମାଡ ହୋଇଥିଲା।

Hot this week

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦

ଧର୍ମଶାଳା: ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ବୋଲରଙ୍କ ସଫଳତା ବଳରେ ଘରୋଇ...

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

Related Articles

Popular Categories