www.samajalive.in
Thursday, December 11, 2025
26.1 C
Bhubaneswar

କେନ୍ଦ୍ରାପଡ଼ାରେ ଗୁଳିମାଡ଼; ଦୁଇ ଯୁବକ ଗୁରୁତର

କେନ୍ଦ୍ରାପଡା : କେନ୍ଦ୍ରାପଡା ଜିଲା ସଦର ଥାନା କଳପଡ଼ା ବ୍ରିଜ୍ ନିକଟରେ ବୁଧବାର ଦୁଇ ଯୁବକଙ୍କୁ ଗୁଳିମାଡ଼ ହୋଇଥିବା ଜଣାପଡ଼ିଛି। ଦୁଇଜଣଙ୍କୁ ଗୁରୁତର ଅବସ୍ଥାରେ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତିନି ଜଣ ଦୁର୍ବୃତ୍ତ ବାଇକରେ ଆସି ଗୁଳିମାଡ଼ କରି ଫେରାର ହୋଇଯାଇଥିବା ସୂଚନା ମିଳିଛି। ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି।

Hot this week

ଶୀତଦିନେ ରୂପି ହେଉଛି କି? କଣ କରିବେ ଜାଣନ୍ତୁ

ଶୀତ ଋତୁରେ ରୂପି ହେବା ଏକ ସାଧାରଣ ଘଟଣା। ଅନେକ ଲୋକ...

ଭାରତ ଉପରେ ୫୦% ଆମଦାନୀ ଶୁଳ୍କ ଲାଗୁ କଲା ମେକ୍ସିକୋ

ସମାଜଲାଇଭ ଡେସ୍କ: ଆମେରିକା ପରେ ଭାରତ ଉପରେ ୫୦% ପର୍ଯ୍ୟନ୍ତ ଶୁଳ୍କ...

ଅପରାହ୍ନ ୪ଟା ମୁଖ୍ୟ ଖବର

() ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ..ଆଇନଶୃଙ୍ଖଳା ବଜାୟ ରଖିବାକୁ ପ୍ରଶାସନକୁ ନିର୍ଦେଶ... ()...

୧୧ ମାଓବାଦୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ

ଭୁବନେଶ୍ବର: ରାଉରକେଲା ବାଙ୍କୋ ପଥର ଖଣିରୁ ୪ ହଜାର କିଲୋ ବିସ୍ଫୋରକ...

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

Related Articles

Popular Categories