www.samajalive.in
Friday, December 5, 2025
26.1 C
Bhubaneswar

କଟକରେ ପ୍ରଥମ କୋଭିଡ ପିଜିଟିଭ ଚିହ୍ନଟ

ସମାଜ ଡିଜିଟାଲ ଡେସ୍କ: କଟକରେ ଜଣେ କୋରନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୪୫ବର୍ଷୀୟ ଜଣେ ବ୍ୟକ୍ତି ଟେଷ୍ଟ ରିପୋର୍ଟ ଆସିବା ପରେ ପଜିଟିବ ଥିବା ଜଣାପଡିଛି । ବ୍ୟକ୍ତି ଜଣଙ୍କ ଗତ କିଛି ଦିନ ହେବ ଥଣ୍ଡା, କାଶ ଓ ଜ୍ୱରରେ ପୀଡିତ ଥିଲେ । କୋଭିଡ ପରୀକ୍ଷା କରାଇବାରୁ ପଜିଟିଭ ଥିବା ସ୍ପଷ୍ଟ ହୋଇଛି । ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧ ପାଉଥିବା ବେଳେ ଓଡ଼ିଶାକୁ ଫେରିଛି କରୋନା । ଏଯାବତ ୫ଜଣ ଚିହ୍ନଟ ହୋଇଥିବା ବେଳେ କଟକ ଆକ୍ରାନ୍ତଙ୍କୁ ମିଶାଇ ୬ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories