www.samajalive.in
Sunday, December 7, 2025
14.1 C
Bhubaneswar

ଓଡିଶାରେ ୭୪ ପ୍ରତିଶତ ମତଦାନ: ନବରଙ୍ଗପୁରରେ ସର୍ବାଧିକ

ଭୁବନେଶ୍ଵର: ରାଜ୍ୟରେ ସରିଲା ପ୍ରଥମ ଦଫା ଲଢେଇ। ଇଭିଏମରେ ସିଲ୍ ହୋଇଛି ୩୭ ସାଂସଦ ଓ ୨୪୩ ବିଧାୟକ ପ୍ରାର୍ଥୀଙ୍କ ଭାଗ୍ୟ। ଓଡିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ୪ ଲୋକସଭା ଓ ଏହା ଅନ୍ତର୍ଗତ ୨୮ଟି ବିଧାନସଭା ଆସନରେ ଭୋଟ୍ ପଡିଛି। ଓଡିଶାରେ ପ୍ରଥମ ପର୍ଯ୍ୟାୟରେ ୭୩ .୯୭ ପ୍ରତିଶତ ମତଦାନ ହୋଇଛି। ସେହିପରି ଚତୁର୍ଥ ପର୍ଯ୍ୟାୟରେ ୧୦ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳର ୯୬ଟି ଲୋକସଭା ଆସନ ପାଇଁ ମତଦାନ ହୋଇଛି। ନବରଙ୍ଗପୁର ଲୋକସଭା ଆସନରେ ସର୍ବାଧିକ ୮୦.୨୨ ପ୍ରତିଶତ ମତଦାନ ହୋଇଥିବାବେଳେ ବ୍ରହ୍ମପୁର ଲୋକସଭା ଆସନରେ ସର୍ବନିମ୍ନ ୬୩.୩୪ ପ୍ରତିଶତ ମତଦାନ ହୋଇଛି। ସେହିପରି କଳାହାଣ୍ଡିରେ ୬୭.୩୭ ପ୍ରତିଶତ, ନୂଆପଡାରେ ୬୬.୩୫ ପ୍ରତିଶତ, ଗଜପତିରେ ୬୩.୭୧ ପ୍ରତିଶତ, ରାୟଗଡ଼ାରେ ୬୨.୯୬ ପ୍ରତିଶତ, କୋରାପୁଟରେ ୬୧.୨୨ ପ୍ରତିଶତ ଭୋଟ୍ ପଡିଛି।

Hot this week

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

Related Articles

Popular Categories