www.samajalive.in
Saturday, December 6, 2025
17.1 C
Bhubaneswar

ନୂଆବର୍ଷର ପ୍ରଥମ ସୂର୍ଯ୍ୟୋଦୟ: ଚନ୍ଦ୍ରଭାଗା ବେଳାଭୂମିରେ ପ୍ରବଳ ଗହଳି

ଭୁବନେଶ୍ଵର: ନୂଆ ଆଶା ଓ ନୂଆ ଉଦ୍ଦୀପନା ନେଇ ଆସିଛି ଇଂରାଜୀ ନବବର୍ଷ ୨୦୨୫। ନୂଆବର୍ଷ ପାଳନକୁ ନେଇ ସବୁଠି ଆନନ୍ଦ ଉଲ୍ଲାସର ପରିବେଶ। ଗାଁଠୁ ସହର ସବୁଠି ଅତି ଧୂମଧାମ ସହକାରେ ବର୍ଶ ୨୦୨୫କୁ ପାଳନ କରାଯାଉଛି। ସେପଟେ  ନୂଆବର୍ଷର ପ୍ରଥମ ସୂର୍ଯ୍ୟୋଦୟକୁ ମନଭରି ଉପଭୋଗ କରିଛନ୍ତି ଲୋକ ।  ନୂଆବର୍ଷର ପ୍ରଥମ ଦିନରେ ଉଦିତ ସୂର୍ଯ୍ୟର ପହିଲି କିରଣ ଦେଖିବାକୁ ଆଜି ସକାଳୁ ଚନ୍ଦ୍ରଭାଗା ବେଳାଭୂମିରେ ପ୍ରବଳ ଗହଳି ଦେଖିବାକୁ ମିଳିଛି। ବଡି ଭୋରରୁ ହଜାର ହଜାର ସଂଖ୍ୟାରେ ପର୍ଯ୍ୟଟକ ଉଦୀତ ସୂର୍ଯ୍ୟଙ୍କୁ ଦର୍ଶନ କରିଛନ୍ତି। ସମସ୍ତଙ୍କ ମନରେ ଗୋଟିଏ ଭାବନା ଯେ, ନବ ବର୍ଷ ସମସ୍ତଙ୍କ ପାଇଁ ସୁଖମୟ ହେଉ । ଦେଶର ବିଭିନ୍ନ ସ୍ଥାନରେ ନୂଆବର୍ଷର ପ୍ରଥମ ସୂର୍ଯ୍ୟୋଦୟର ଦୃଶ୍ୟକୁ କ୍ୟାମେରାରେ ତୋଳି ଧରିଛନ୍ତି ।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories