www.samajalive.in
Friday, December 5, 2025
20.1 C
Bhubaneswar

୬ଦଫା ଦାବିରେ ମତ୍ସ୍ୟଜୀବୀଙ୍କ ଆନ୍ଦୋଳନ

ଭୁବନେଶ୍ୱର: ମଙ୍ଗଳବାର ସକାଳୁ ସକାଳୁ ଲୋଏର ପିଏମଜିରେ ମତ୍ସ୍ୟଜୀବୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ୬ଦଫା ଦାବି ପୂରଣ ପାଇଁ ରାଜ୍ୟ ମତ୍ସ୍ୟଜୀବୀ ସଂଘ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି। ବାଲେଶ୍ୱର, ଭଦ୍ରକ, ପାରାଦୀପ ସହିତ ବିଭିନ୍ନ ସ୍ଥାନରୁ ମତ୍ସ୍ୟଜୀବୀମାନେ ଏକାଠି ହୋଇ ରାଜରାସ୍ତାରେ ବିକ୍ଷୋଭ କରିଛନ୍ତି। ଡିଜେଲରେ ରିହାତି, ମତ୍ସ୍ୟଜୀବୀ କଲ୍ୟାଣ ପାଣି୍ଠ ଗଠନ, ମୁହାଁଣ ଗୁଡିକରେ ନିୟମିତ ଡ୍ରେଜିଂ, ଶିଳ୍ପରୁ ବିଷାକ୍ତ ଜଳ ସମୁଦ୍ରକୁ ନିଷ୍କାସନ ବନ୍ଦ କରିବା, ମତ୍ସ୍ୟଜୀବୀଙ୍କୁ ଜଙ୍ଗଲ ବିଭାଗ ଓ ତଟରକ୍ଷୀ ବାହିନୀର ଦୁର୍ବବ୍ୟହାର ବନ୍ଦ କରିବା ଆଦି ଦାବି ନେଇ ରାଜଧାନୀରେ ହଜାର ହଜାର ମତ୍ସ୍ୟଜୀବୀ ଆନ୍ଦୋଳନ କରୁଛନ୍ତି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories