www.samajalive.in
Saturday, December 6, 2025
26.1 C
Bhubaneswar

କଲ୍ୟାଣସିଂହପୁର ପୁଲିସ ପକ୍ଷରୁ ଫ୍ଲାଗମାର୍ଚ୍ଚ

କଲ୍ୟାଣସିଂହପୁର: ଆଗାମୀ ଲୋକସଭା ଓ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି କଲ୍ୟାଣସିଂହପୁର ପୁଲିସ ପକ୍ଷରୁ ଫ୍ଲାଗମାର୍ଚ୍ଚ କକରାଯାଇଛି। ଜିଲା ଆରକ୍ଷୀ ଅଧିକ୍ଷକ ହରିସ ବିସିଙ୍କ ନିର୍ଦେଶରେ ଥାନା ଅଧିକାରୀ ନୀଳକଣ୍ଠ ବେହେରାଙ୍କ ନେତୃତ୍ୱରେ ଏସଆଇ ଶିଵ ପ୍ରସାଦ ସାହୁ ଥାନା କର୍ମଚାରୀଙ୍କ ସମେତ ସିଆରପିଏଫ ଯବାନ ପ୍ରମୁଖ ଉପସ୍ଥିତ ରହି ଶିକରପାଇଠାରୁ ଗୁରୁତୁଲୀ ପର୍ଯ୍ୟନ୍ତ ଫ୍ଲାଗମାର୍ଚ୍ଚ କରିଥିଲେ। ନିର୍ବାଚନ ସମୟରେ ଓ ପୂର୍ବରୁ ଆଦର୍ଶ ନିର୍ବାଚନ ଆଚରଣବିଧି ପାଳନ ଏବଂ ଆଇନ ଶୃଙ୍ଖଳା ରକ୍ଷା କରିବା, ଲୋକଙ୍କ ମନରୁ ଭୟ ଦୂର କରି ପୁଲିସ ଉପରେ ଆସ୍ଥା ପ୍ରତିଷ୍ଠା ଉଦେଶ୍ୟରେ ଏହା କରାଯାଉଛି ବୋଲି ଥାନା ଅଧିକାରୀ ନୀଳକଣ୍ଠ ବେହେରା ପ୍ରକାଶ କରିଛନ୍ତି।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories