www.samajalive.in
Monday, December 8, 2025
13.1 C
Bhubaneswar

ଟଳିଗଲା ବିପଦ ; ବେଙ୍ଗାଲୁରୁ ପାଟନାକୁ ଯାଉଥିବା ବିମାନର ଜରୁରୀକାଳୀନ ଅବତରଣ ; ଯାତ୍ରୀ ସୁରକ୍ଷିତ

ବେଙ୍ଗାଲୁର: ବେଙ୍ଗାଲୁରୁ ପାଟନାକୁ ଯାଉଥିବା ଗୋ ଏୟାର ବିମାନର ନାଗପୁର ବିମାନ ବନ୍ଦରରେ ଜରୁରୀକାଳୀନ ଅବତରଣ କରାଯାଇଥିବା ନେଇ ସୂଚନା ମିଳିଛି। ଜରୁରୀକାଳୀନ ଅବତରଣ ହେତୁ ବିମାନରେ ଥିବା ୧୩୯ ଜଣ ଯାତ୍ରୀ ଏବଂ କ୍ରୁ ସଦସ୍ୟ ଆଶ୍ଚର୍ୟ୍ୟ ହୋଇଯାଇଥିଲେ। କୁହାଯାଉଛି ଯେ ଇଞ୍ଜିନର ତ୍ରୁଟି ହେତୁ ପାଇଲଟମାନେ ହଠାତ୍ ବିମାନ ଅବତରଣ କରିବାକୁ ନିଷ୍ପତ୍ତି ନେଇଥିଲେ। ବର୍ତ୍ତମାନ ସମସ୍ତ ଯାତ୍ରୀ ସୁରକ୍ଷିତ ଅଛନ୍ତି। ଯାତ୍ରୀମାନଙ୍କୁ ଅନ୍ୟ ବିମାନରେ ପାଟନାକୁ ପଠାଇବା ପାଇଁ ପ୍ରସ୍ତୁତି ଚାଲିଛି।

Hot this week

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

Related Articles

Popular Categories