www.samajalive.in
Monday, November 17, 2025
17.1 C
Bhubaneswar

ଢାକା ବିମାନ ବନ୍ଦରରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ : ବାଂଲାଦେଶର ଢାକା ବିମାନବନ୍ଦରରେ ବଡଧରଣର ଅଗ୍ନିକାଣ୍ଡ ଘଟିଛି। ବିମାନ ବନ୍ଦରର କାର୍ଗୋ ଟର୍ମିନାଲରେ ନିଆଁ ଲାଗିଯାଇଛି। ସମାୟିକ ଭାବେ ବିମାନ ଚଳାଚଳକୁ ବାତିଲ ଘୋଷଣା କରାଯାଇଛି। ନିଆଁ ଲିଭାଇବାକୁ ଅଗ୍ନିଶମ ଟିମ୍ ଉଦ୍ୟମ ଜାରି ରଖିଛନ୍ତି।

Hot this week

ଆଜି ସରକାର ଗଠନ ଦାବି କରିବେ ନୀତୀଶ !

ପାଟନା: ବିହାର ନିର୍ବାଚନରେ ବିଜେପି ନେତୃତ୍ବାଧୀନ ଏନ୍‌ଡିଏ ସର୍ବାଧିକ ୨୦୨ ଆସନରେ...

ରାମାୟଣ ମଞ୍ଚରେ ‘ସୀତା’ଙ୍କୁ ଉଲଗ୍ନ: ସୀମା ଟପିଲା ଅଶ୍ଲୀଳତା, ଭକ୍ତିଭାବନା ପ୍ରତି କୁଠାରଘାତ

ଦିଗପହଣ୍ଡି: ସାମାଜିକ ଗଣମାଧ୍ୟମରେ ଘୁରି ବୁଲୁଛି ରାମାୟଣ ନାଟକର ସୀତା ହରଣର...

୩ କି.ମି ପାହାଡ଼ ଚଢ଼ି ଦୁଃଖ ବୁଝିଲେ ବିଡିଓ

ନନ୍ଦାହାଣ୍ଡି: ଦୁର୍ଗମ ଅଞ୍ଚଳବାସିନ୍ଦା ସରକାରୀ ସୁବିଧାସୁଯୋଗରୁ ଯେପରି ବଞ୍ଚିତ ନହୁଅନ୍ତି ତାହାକୁ...

ଅସରନ୍ତି ଦୁଃଖର ଅନ୍ଧାରି ଉପତ୍ୟକା ତେଣ୍ଡା

କପ୍ତିପଦା: ଆକାଶର ଆଉଟା କିରଣ ପଡ଼ିଲେ ତରତର ହୁଏ ତେଣ୍ଡା। ଅନ୍ଧାରର...

ଖସୁଛି ପାରଦ, ବଢ଼ୁଛି ଜାଡ଼

ଭୁବନେଶ୍ବର/ଘୁ. ଉଦୟଗିରି: ସାରା ରାଜ୍ୟରେ ସଞ୍ଜ ନଇଁବା ମାତ୍ରେ ମାଡ଼ି ଆସୁଛି...

Related Articles

Popular Categories