www.samajalive.in
Monday, December 15, 2025
26.1 C
Bhubaneswar

ମହାନଦୀରେ ଜଳସ୍ତର ବଢିବ ବନ୍ୟା ଆସିବନି – ଯନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ଗତ ୩ ମାସରେ ବୈତରଣୀରେ ତୃତୀୟ ଥର ପାଇଁ ବନ୍ୟା ଆସିଛି । ଏନେଇ ଆଜି ସୂଚନା ଦେଇଛନ୍ତି ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ର ଶେଖର ପାଢୀ । ୧୪ଟି ବ୍ଲକରେ ୧୦୦ମିମିରୁ ଅଧିକ ବର୍ଷା ହୋଇଥିବା ବେଳେ ୪୨ଟି ବ୍ଲକରେ ୫୦ମିମିରୁ ଅଧିକ ବର୍ଷା ହୋଇଥିବା ରେକର୍ଡ ହୋଇଛି । ଉପର ମହାନଦୀ, ବୈତରଣୀଳ ବୁଢାବଳଙ୍ଗରେ ବହୁତ ବର୍ଷା ହୋଇଛି । କେବଳ ବୈତରଣୀରେ ଛୋଟ ବନ୍ୟା ଅଛି । ବିପଦ ସଙ୍କେତର ୦.୫ମି ଉପରେ ଆଖୁଆପଦାରେ ବୈତରଣୀ ପ୍ରବାହିତ ହେଉଥିବା ବେଳେ ହୀରାକୁଦର ୧୪ଟି ଗେଟ୍‍ ଦେଇ ବନ୍ୟା ଜଳ ନିଷ୍କାସନ ହେଉଛି । ଯନ୍ତ୍ରୀ କହିଛନ୍ତି ଯେ ମହାନଦୀରେ ଜଳସ୍ତର ବଢିବ ହେଲେ ବନ୍ୟା ଆସିବନି ।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories