www.samajalive.in
Friday, December 12, 2025
17.1 C
Bhubaneswar

ଆଜି ଅନ୍ତର୍ଜାତୀୟ ସେବିକା ଦିବସ

ପ୍ରତିବର୍ଷ ମେ ୧୨ରେ ଅନ୍ତର୍ଜାତୀୟ ସେବିକା ଦିବସ ସମଗ୍ର ବିଶ୍ୱରେ ପାଳନ କରାଯାଉଛି। ୧୮୨୦, ମେ ୧୨ରେ ଫ୍ଲୋରେନ୍ସ ନାଇଟିଙ୍ଗଲ ଜନ୍ମ ଗ୍ରହଣ କରିଥିଲେ। ଇଟାଲୀର ଟସ୍କାନି ବାସିନ୍ଦା ଫ୍ଲୋରେନ୍ସ କ୍ରିମିଆ ଯୁଦ୍ଧବେଳେ ମହିଳାମାନଙ୍କୁ ତାଲିମ ଦେଇ ଯୁଦ୍ଧ କ୍ଷେତ୍ରରେ ସେବା କାମ କରିଥିଲେ। ଆଧୁନିକ ଯୁଗର ଏହି ସେବିକାଙ୍କ ଜନ୍ମଦିନକୁ ଆଜି ବିଶ୍ବରେ ‘ଅନ୍ତର୍ଜାତୀୟ ସେବିକା ଦିବସ’ ଭାବେ ପାଳନ କରାଯାଉଛି। ୧୯୬୫ରୁ ଜାତିସଂଘର ଅନୁମୋଦନରେ ଏହି ଦିନଟି ପାଳିତ ହୋଇଆସୁଛି। ସମାଜରେ ସେବିକାମାନଙ୍କ ଅବଦାନ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ହେଉଛି ଏହି ଦିବସ ପାଳନର ମୂଳ ଲକ୍ଷ୍ୟ।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories