www.samajalive.in
Sunday, December 14, 2025
23.1 C
Bhubaneswar

ଆରମ୍ଭ ହେଲା ରାଜ୍ୟସ୍ତରୀୟ ପୁଷ୍ପ ପ୍ରଦର୍ଶନୀ

ଭୁବନେଶ୍ଵର: ରାଜଧାନୀରେ ଆରମ୍ଭ ହେଲା ରାଜ୍ୟସ୍ତରୀୟ ପୁଷ୍ପ ପ୍ରଦର୍ଶନୀ । ରିଜିଓନାଲ ପ୍ଲାଣ୍ଟ  ରିସୋର୍ସ ସେଣ୍ଟର ଓ ପ୍ଲାଣ୍ଟ ଲଭର୍ସ ଆସୋସିଏସନ ପକ୍ଷରୁ ଭୁବନେଶ୍ବର ଏକାମ୍ର କାନନ ପାର୍କରେ ଆୟୋଜିତ ‘ରାଜ୍ୟ ସ୍ତରୀୟ ପୁଷ୍ପ ପ୍ରଦର୍ଶନୀ’କୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପ୍ରଦର୍ଶନୀରେ ଅନେକ ପ୍ରକାର ଫୁଲ ଦେଖିବାକୁ ମିଳିଛି । ସର୍ବସାଧାରଣଙ୍କ ନିମନ୍ତେ ଏହି ପ୍ରଦର୍ଶନୀ ୧୧ ତାରିଖ ଯାଏଁ ଖୋଲାରହିବ । ଏହି ପୁଷ୍ପ ପ୍ରଦର୍ଶନୀ ସର୍ବସାଧାରଣ ବିନା ଦେୟରେ ବୁଲିପାରିବେ ।

Hot this week

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ, ଜର୍ମାନୀ...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

Related Articles

Popular Categories