www.samajalive.in
Saturday, December 6, 2025
23.1 C
Bhubaneswar

କାରରୁ ୯ ଲକ୍ଷ ଟଙ୍କା ଜବତ କଲା ଫ୍ଲାଇଙ୍ଗ୍‌ ସ୍କ୍ଵାଡ୍‌

କେନ୍ଦ୍ରାପଡ଼ା: ନିର୍ବାଚନକୁ ନେଇ ରାଜ୍ୟର ମାହୋଲ ସରଗରମ ରହିଥିବା ବେଳେ ବିଭିନ୍ନ ସ୍ଥାନରୁ ଫ୍ଲାଇଙ୍ଗ୍‌ ସ୍କ୍ଵାଡ୍‌ ଟଙ୍କା ଜବତ କରୁଥିବା ଘଟଣା ନଜରକୁ ଆସୁଛି । ସେହିକ୍ରମରେ ଶୁକ୍ରବାର ମଧ୍ୟାହ୍ନରେ ପଟ୍ଟାମୁଣ୍ଡାଇ ବଜାର ବାଇପାସ୍‌ ରାସ୍ତା ନିକଟରେ ଏକ କାରରୁ ଫ୍ଲାଇଙ୍ଗ୍‌ ସ୍କ୍ଵାଡ୍‌ ୯ ଲକ୍ଷ ଟଙ୍କା ଜବତ କରିଛି । ଏହି ମାମଲାରେ ପୁଲିସ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି । ଏହି କାରଟି ପାତ୍ରପୁରର ଜଣେ ପେଟ୍ରୋଲ୍‌ ପମ୍ପ୍‌ ମାଲିକଙ୍କ ବୋଲି ଜଣାପଡିଛି ।

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories