www.samajalive.in
Sunday, December 7, 2025
16.1 C
Bhubaneswar

ରଙ୍ଗବେରଙ୍ଗ ପରଟା

ଆବଶ୍ୟକ ସାମଗ୍ରୀ
ଅଟା – ୧କପ
କ୍ଷୀର – ୨ଚାମଚ
କୋରା ଗାଜର – ୧ଟି
କୋରା ପନିର – ଅଳ୍ପ
କଟା ପୁଦିନା ପତ୍ର – ଅଳ୍ପ
ଲଙ୍କା ଗୁଣ୍ଡ – ଅଳ୍ପ
ଧନିଆ ଗୁଣ୍ଡ – ଅଳ୍ପ
ଗରମ ମସଲା – ୧ଚାମଚ
ଲୁଣ – ଆବଶ୍ୟକ ଅନୁଯାୟୀ
ପାଣି – ଆବଶ୍ୟକ ଅନୁଯାୟୀ
ତେଲ – ଆବଶ୍ୟକ ଅନୁଯାୟୀ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଏକ ପାତ୍ରରେ ଅଟା, ତେଲ, ଲୁଣ ପକାଇ ଗୋଳାଇ ଦିଅନ୍ତୁ। ଏବେ ଏଥିରେ ପାଣି ପକାଇ ଭଲ ଭାବେ ଚକଟି ଦିଅନ୍ତୁ। ଚକଟିବା ପରେ ଏଥିରେ ଗୋଲ ଗୋଲ ଗୁଳା କରି ରଖନ୍ତୁ। ଏବେ ଆଉ ଏକ ପାତ୍ରରେ କୋରା ଗାଜର, ପନିର, ପୁଦିନା ପତ୍ର, ଲଙ୍କା ଗୁଣ୍ଡ, ଲୁଣ, ଗରମ ମସଲା ପକାଇ ଭଲ ଭାବେ ମିଶାଇ ମିଶ୍ରଣ ପ୍ରସ୍ତୁତ କରନ୍ତୁ। ଏବେ ପ୍ରସ୍ତୁତ ଗୁଳାକୁ ଛୋଟ ଆକାର ବେଲି ଏହା ମଧ୍ୟରେ ପୁର ଭରନ୍ତୁ। ପୁର ଭରିବା ପରେ ଏହାକୁ ହାତରେ ଭଲ ଭାବେ ଗୋଲ କରି ପୁଣି ପରଟା ଆକୃତିର ବେଲନ୍ତୁ। ଏବେ ଗ୍ୟାସରେ ତାୱା ବସାଇ ପରଟାକୁ ତେଲ ଦେଇ ଭଲ ଭାବେ ସେକି ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ରଙ୍ଗବେରଙ୍ଗ ପରଟା ।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories