www.samajalive.in
Friday, December 5, 2025
26.1 C
Bhubaneswar

ଜିରା ବାନାନା ପୁରୀ

ଆବଶ୍ୟକ ସାମଗ୍ରୀ
ଅଟା – ୫କପ
କଦଳୀ – ୨ଟି
ଗୋଟା ଜିରା – ଅଳ୍ପ
ଅଦା ଓ କଞ୍ଚା ଲଙ୍କା ବଟା – ୧ଚାମଚ
ଲୁଣ – ଆବଶ୍ୟକ ପରିମାଣରେ
ଘିଅ – ୨ଚାମଚ
ତେଲ – ଆବଶ୍ୟକ ପରିମାଣରେ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଏକ ପାତ୍ରରେ ଅଟା, କଦଳୀକୁ ମିଶାଇ ଭଲ ଭାବେ ଚକଟି ଦିଅନ୍ତୁ। ଏହା ପରେ ଏଥିରେ ଲୁଣ, ଅଦା, କଞ୍ଚା ଲଙ୍କା ବଟା, ଜିରା, ଘିଅ ପକାଇ ଗୋଳାଇ ଦିଅନ୍ତୁ। ଏହା ପରେ ଅଳ୍ପ ଅଳ୍ପ ପାଣି ଦେଇ ନରମ ଭାବେ ଅଟା ଚକଟା ପ୍ରସ୍ତୁତ କରନ୍ତୁ। ଚକଟା ଅଟାକୁ କିଛି ସମୟ ରଖି ଏଥିରୁ ଗୋଲ କରି ଗୁଳା ପ୍ରସ୍ତୁତ କରନ୍ତୁ। ଗୁଳାକୁ ପୁରୀ ଆକାରର କରି ବେଲି ରଖନ୍ତୁ। ଏବେ ଗ୍ୟାସରେ କଡ଼େଇ ବସାଇ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ବେଲି ଥିବା ପୁରୀକୁ କଡ଼େଇ ପକାଇ ଛାଣନ୍ତୁ। ଭଲ ଭାବେ ଛାଣିବା ପରେ ଏହାକୁ ଏକ ପାତ୍ରକୁ କାଢନ୍ତୁ। ପ୍ରସ୍ତୁତ ହୋଇଗଲା ବାନାନା ପୁରୀ। ଏହାକୁ ଗରମାଗରମ ଖାଆନ୍ତୁ।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories