www.samajalive.in
Saturday, December 6, 2025
26.1 C
Bhubaneswar

ବାନାନା ଟୋଷ୍ଟ

ଆବଶ୍ୟକ ସାମଗ୍ରୀ
ପାଉଁରୁଟି – ୪ଟି
ବଟର – ୨ଚାମଚ
ପିନଟ ବଟର – ଅଳ୍ପ
କଦଳୀ – ୧ଟି
ପେଷା ବାଦାମ – ଅଳ୍ପ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଗ୍ୟାସ ଲଗାଇ ତାୱା ଗରମ କରନ୍ତୁ। ତାୱା ଗରମ ହେବା ପରେ ଏଥିରେ ବଟର ପକାଇ ପାଉଁରୁଟିକୁ ସେକି ଦିଅନ୍ତୁ। ଭଲ ଭାବେ ସେକିବା ପରେ ଏହାକୁ ଏକ ପାତ୍ରକୁ କାଢି ଦିଅନ୍ତୁ। ଏବେ ଏହି ସେକା ପାଉଁରୁଟିରେ ପିନଟ ବଟର ଲଗାଇ ଦିଅନ୍ତୁ। ଏହା ପରେ କଦଳୀକୁ ଗୋଲ ଆକୃତିର କାଟି ଏହି ପାଉଁରୁଟି ଉପରେ ରଖନ୍ତୁ। ଏବେ ପେଷା ବାଦାମକୁ ପାଉଁରୁଟି ଉପରେ ସଜାଇ ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ବାନାନା ଟୋଷ୍ଟ।

Hot this week

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

Related Articles

Popular Categories