www.samajalive.in
Saturday, December 6, 2025
16.1 C
Bhubaneswar

ରାଜ୍ୟରେ ୪୦ ଲକ୍ଷ ଭୂତ ହିତାଧିକାରୀ: ଯୋଗାଣ ମନ୍ତ୍ରୀ

ଭୁବନେଶ୍ଵର: ରାଜ୍ୟରେ ଅଛନ୍ତି ୪୦ ଲକ୍ଷରୁ ଅଧିକ ଅଯୋଗ୍ୟ ଓ ଭୂତ ହିତାଧିକାରୀ। ଏ ନେଇ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ସେ କହିଛନ୍ତି ୪ ଦିନରେ ଇ-କେଓ୍ବାଇସି ଯାଞ୍ଚ ସରିବ। ୪୦ ଲକ୍ଷରୁ ଅଧିକ ଲୋକ ଇ-କେଓ୍ବାଇସି ଅପଡେଟ୍ କରିନାହାନ୍ତି। ଏଯାବତ୍ ୮୮ ପ୍ରତିଶତ ଲୋକ ଇ-କେଓ୍ବାଇସି  କରିସାରିଲେଣି। ଆହୁରି ୪୦ ଲକ୍ଷ ୪୦ ହଜାର ୮୬୪ ହିତାଧିକାରୀ ଇ-କେଓ୍ବାଇସି କରିନାହାନ୍ତି। ମୋଟ୍ ୩ କୋଟି ୩୫ ଲକ୍ଷ ୫୭୦ରୁ ୨, ୯୫, ୮୯, ୯୧୨ ଲୋକ ଇ-କେଓ୍ବାଇସି କରିଥିବା ନେଇ ମନ୍ତ୍ରୀ ସୂଚନା ଦେଇଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories